1 Corinthians 2:14 — Compare Translations
7 translations compared side by side
Odia - 1840
"ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ଵରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ ଆଧ୍ୟାତ୍ମିକମନା ନୁହେଁ, ସେ ପରମାତ୍ମାଙ୍କ ଦାନଗୁଡ଼ିକ ଗ୍ରହଣ କରିବାକୁ ଅକ୍ଷମ। ସେ ପ୍ରକୃତରେ ଏହି ଦାନଗୁଡ଼ିକୁ ବୁଝିପାରେ ନାହିଁ। ସେସବୁ ତା’ ପାଇଁ ନିର୍ବୋଧତା; କାରଣ କେବଳ ଆଧ୍ୟାତ୍ମିକ ଭିତ୍ତିରେ ସେଗୁଡ଼କର ମୂଲ୍ୟାୟନ କରାଯାଇପାରେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ಡೆ ಆತ್ಮೊ ನಾ ತೆನಿ ದೆವಾಚ್ಯಾ ಆತ್ಮ್ಯಾಕ್ನಾ ಯೆತಲಿ ಆಯಾರಾ ಘೆವ್ನ್ ಹೊಯ್ನಾ. ಅಸ್ಲ್ಯಾ ಲೊಕಾನ್ಕಿ ಖರೆಬಿ ತೆ ಅರ್ಥ್ ಹೊಯ್ನಾ, ತಿ ತೆಂಕಾ ಪಿಸೆಪಾನ್ ಸರ್ಕೆ ದಿಸಾತ್, ಕಶ್ಯಾಕ್ ಮಟ್ಲ್ಯಾರ್, ತೆಚಿ ಕಿಮ್ಮತ್ ಖಾಲಿ ಆತ್ಮಿಕ್ ಆದಾರಾಚ್ಯಾ ವೈನಾ ನ್ಯಾಯ್ ಕರುಕ್ ಹೊತಾ.