1 Corinthians 2:15 — Compare Translations
7 translations compared side by side
Odia - 1840
"କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାʼର ବିଚାର କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଧ୍ୟାତ୍ମିକମନା ବ୍ୟକ୍ତି ସବୁ ବିଷୟର ପ୍ରକୃତ ମୂଲ୍ୟ ବୁଝିପାରେ; କିନ୍ତୁ ସେ ନିଜେ କାହା ଦ୍ୱାରା ବିଚାରିତ ହୋଇପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ಡೆ ಆತ್ಮೊ ಹಾಯ್ ತೊ ಸಗ್ಳ್ಯಾಚಿ ಕಿಮ್ಮತ್ ಕಾಯ್ ಮನುನ್ ನ್ಯಾಯ್ ಕರುಕ್ ಸಕ್ತಾ, ಖರೆ ಕೊನಾಚ್ಯಾನ್ಬಿ ಅಸ್ಲ್ಯಾ ಮಾನ್ಸಾಚೆ ನ್ಯಾಯ್ ಕರುಕ್ ಹೊಯ್ನಾ.