1 Corinthians 2:3 — Compare Translations

7 translations compared side by side

Odia - 1840
"ଏଣୁ ମୁଁ ଦୁର୍ବଳ ଓ ଭୟ ରେ ଥରି ଥରି ସଠାେକୁ ଆସିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲିନ୍ତ
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମୟରେ ମୁଁ ଦୁର୍ବଳ ଥିଲି, ସର୍ବଦା ଭୟରେ ପ୍ରକମ୍ପିତ ହେଉଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ଦୁର୍ବଳ ଓ ଭୟରେ ଥରି ଥରି ସେଠାକୁ ଆସିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಮಿಯಾ ತುಮ್ಚ್ಯಾ ಮದ್ದಿ ಯೆಲ್ಲ್ಯಾ ತನ್ನಾ ಬಳ್ ನತ್ತೊ ಸರ್ಕೊ ಹೊತ್ತೊ ಅನಿ ಭಿಂಯಾನ್ ಘಾಬರಲ್ಲೊ ಹೊತ್ತೊ.