1 Corinthians 2:4 — Compare Translations

7 translations compared side by side

Odia - 1840
"ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ବିଶ୍ଵାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ଵରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଶିକ୍ଷା ଓ ବାର୍ତ୍ତା, ମନୁଷ୍ୟ ଜ୍ଞାନର ବାକ୍ଚାତୁରୀ ଦ୍ୱାରା ପ୍ରଦତ୍ତ ହୋଇ ନ ଥିଲା। ତାହା ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିର ନିଶ୍ଚିତ ପ୍ରମାଣ ଦ୍ୱାରା ପ୍ରଚାରିତ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୋର କଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମୋହର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆ ಶಿಕಾಪ್ ಹೊಂವ್ದಿತ್ ಅನಿ ಮಾಜಿ ಬಾತ್ಮಿ ಬರಿ ಗೊಸ್ಟಿಯಾಂಚ್ಯಾ ಮಾನ್ಸಾಚ್ಯಾ ಶಾನ್‍ಪಾನಾಕ್ ಬರೆ ದಿಸಿ ಸಾರ್ಕೆ ನತ್ತೆ, ಖರೆ ಪವಿತ್ರ್ ಆತ್ಮ್ಯಾಚ್ಯಾ ಬಳಾಚಿ ಸಾಕ್ಷಿ ಹೊವ್ನ್ ಹೊತ್ತೆ.