1 Corinthians 2:5 — Compare Translations

7 translations compared side by side

Odia - 1840
"ତୁମ୍ଭ ବିଶ୍ବାସ ମନୁଷ୍ଯର ଜ୍ଞାନର ନ ହାଇେ ପରମେଶ୍ବରଙ୍କ ଶକ୍ତି ରେ ହେଉ, ସେଥିପାଇଁ ମୁଁ ଏପରି କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ଆତ୍ମା ଓ ଶକ୍ତିର ପ୍ରମାଣ-ଯୁକ୍ତ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭମାନଙ୍କର ବିଶ୍ୱାସ ମନୁଷ୍ୟର ଜ୍ଞାନ ଉପରେ ଆଧାରିତ ନୁହେଁ, ତାହା ଈଶ୍ୱରଙ୍କ ଶକ୍ତିରେ ପ୍ରତିଷ୍ଠିତ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣଯୁକ୍ତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮ್ಚೊ ವಿಶ್ವಾಸ್ ಮಾನ್ಸಾಚ್ಯಾ ಶಾನ್‍ಪಾನ್ ವರ್‍ತಿ ಠೆಕುನ್ ರ್‍ಹಾವ್ಚೆ ನ್ಹಯ್ ದೆವಾಚ್ಯಾ ಬಳಾ ವರ್‍ತಿ ಠೆಕುನ್ ರ್‍ಹಾವ್ಚೆ.