1 Corinthians 2:6 — Compare Translations
7 translations compared side by side
Odia - 1840
"ଯେଉଁମାନେ ଅଭିଜ୍ଞ ଆମ୍ଭେ ସହେିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ୟୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭେମାନେ ପରିପକ୍ଵ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ଵା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ଆଧ୍ୟାତ୍ମିକଭାବେ ପରିପକ୍ୱ ଲୋକମାନଙ୍କ ନିକଟରେ ମୁଁ ଜ୍ଞାନର କଥା କୁହେ। କିନ୍ତୁ ଏ ଜ୍ଞାନ ଏ ଯୁଗର ଜ୍ଞାନ ନୁହେଁ, କିମ୍ବା ଏ ଯୁଗରେ କର୍ତ୍ତୃତ୍ୱ କରୁଥିବା କ୍ଷୟଶୀଳ ଶାସକଙ୍କର ଜ୍ଞାନ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଜ୍ଞାନ ଯେଉଁମାନେ ଅଭିଜ୍ଞ ଆମ୍ଭେ ସେହିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ଯୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ಮಿಯಾ ಶಾನ್ಪಾನಾಚಿ ಬಾತ್ಮಿ ಕೊನ್ ಆತ್ಮಿಕ್ ರಿತಿನ್ ವಾಡಲ್ಲೆ ಹಾತ್ ತೆಂಕಾ ಪರ್ಚಾರ್ ಕರ್ತಾ. ಖರೆ ಹೆ ಶಾನ್ಪಾನ್ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲೆ ನಾ ಹೊಲ್ಯಾರ್, ಹೊ ಜಗ್ ಚಾಲ್ವುತಲ್ಯಾ ಅದಿಕಾರ್ಯಾಕ್ನಿ ಸಮಂದ್ ಪಡಲ್ಲೆ ನ್ಹಯ್,ತೆ ಆಧಿಕಾರಿ ಅಪ್ನಾಚೊ ಅದಿಕಾರ್ ಕಳ್ದುನ್ ಘೆವ್ಲಾತ್.