1 Corinthians 2:7 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ନିଗୂଢ଼ ତତ୍ତ୍ଵ ସ୍ଵରୂପ ଈଶ୍ଵରଙ୍କ ଜ୍ଞାନର କଥା କହୁଅଛୁ; ସେହି ଗୁପ୍ତ ଜ୍ଞାନ ଈଶ୍ଵର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଈଶ୍ୱରଙ୍କ ନିଗୂଢ଼ ଜ୍ଞାନର କଥା ପ୍ରକାଶ କରୁଛି - ସେହି ଜ୍ଞାନ ମନୁଷ୍ୟଠାରୁ ଗୁପ୍ତ ରଖାଯାଇଛି, ଅଥଚ ଆମର ଗୌରବ ନିମନ୍ତେ ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଏହାକୁ ନିରୂପଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಪರ್ಚಾರ್ ಕರ್ತಲೆ ಹೆ ಶಾನ್ಪಾನ್ ದೆವಾಚೆ ಅನಿ ಗುಟಾನ್ ಥವಲ್ಲೆ, ತೆನಿ ಹ್ಯೊ ಜಗ್ ಕರುಚ್ಯಾ ಅದ್ದಿಚ್ ಅಮ್ಚ್ಯಾ ಮಹಿಮೆಸಾಟ್ನಿ ಅದ್ದಿಚ್ ಎಚುನ್ ಕಾಡಲ್ಲೆ ಹಾಯ್.