1 Corinthians 2:8 — Compare Translations
7 translations compared side by side
Odia - 1840
"ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସମାନେେ ବୁଝି ଥାଆନ୍ତେ, ତାହା ହେଲ ଗୌରବମୟ ପ୍ରଭୁଙ୍କୁ କୃଶବିଦ୍ଧ କରି ମାରି ନ ଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଜଗତର କୌଣସି ଅଧିପତି ଏହି ଜ୍ଞାନର ପରିଚୟ ପାଇ ନ ଥିଲେ। ଯଦି ତାହା ପାଇଥା’ନ୍ତେ, ତେବେ ସେମାନେ ମହାମହିମ ପ୍ରଭୁଙ୍କୁ କ୍ରୁଶାର୍ପଣ କରି ନ ଥାନ୍ତେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସେମାନେ ବୁଝି ଥାଆନ୍ତେ, ତାହାହେଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶବିଦ୍ଧ କରି ମାରି ନ ଥା’ନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
Odia IRV 2017 (ଓଡିଆ ବାଇବେଲ)
ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾಲಾಚ್ಯಾ ಖಲ್ಯಾಬಿ ಅದಿಕಾರ್ಯಾಕ್ನಿ ಹೆಚ್ಯಾ ವಿಶಯಾತ್ ಕಳುಕ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಕಾ ಹೆ ಕಳಲ್ಲೆ ರ್ಹಾಲ್ಯಾರ್ ತೆನಿ ಮಹಿಮೆಚ್ಯಾ ಧನಿಯಾಕ್ ಕುರ್ಸಾರ್ ಮಾರಿನಸಿ ಹೊತ್ತೆ.