1 Corinthians 2:9 — Compare Translations

7 translations compared side by side

Odia - 1840
"କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେସମସ୍ତ ବିଷୟ ଈଶ୍ଵର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଯେପରି ଧର୍ମଶାସ୍ତ୍ରରେ ଲେଖାଅଛି: “ଯାହା କେହି କେବେ ଦେଖି ନାହିଁ କିମ୍ବା ଶୁଣି ନାହିଁ, ଯାହା ଘଟିବାର କେହି କଳ୍ପନା କରି ନାହିଁ, ତାଙ୍କୁ ପ୍ରେମ କରୁଥିବା ଲୋକମାନଙ୍କ ନିମନ୍ତେ ଈଶ୍ୱର ସେହି ସବୁ ପ୍ରସ୍ତୁତ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାସ୍ତ୍ରମାନଙ୍କରେ ଏହିପରି ଲେଖା ଅଛି: “କୌଣସି ଆଖି ଦେଖି ନାହିଁ। କୌଣସି କାନ ଶୁଣି ନାହିଁ। କେହିହେଲେ କଳ୍ପନା କରି ନାହିଁ; ଯେ, ପରମେଶ୍ୱରଙ୍କୁ ପ୍ରେମ କରୁଥିବା ଲୋକଙ୍କ ପାଇଁ ପରମେଶ୍ୱର କ’ଣ ପ୍ରସ୍ତୁତ କରି ରଖିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲ್ಯಾ ಸಾರ್ಕೆ, “ಡೊಳ್ಯಾನಿ ಬಗುಕ್‍ನ್ಯಾತ್, ಕಾನಾನಿ ಆಯ್ಕುಕನಾತ್, ಅನಿ ಮಾನ್ಸಾಚ್ಯಾ ಮನಾತ್ ಕಾಯ್ಬಿ ಗುಸುಕ್ ನಾ, ಸಗ್ಳೆ ದೆವಾನ್ ತಯಾರ್ ಕರುನ್ ಥವಲ್ಲೆ ಹಾಯ್ ಮನುನ್ ಅಪ್ನಾಚೊ ಪ್ರೆಮ್ ಕರ್‍ತಲ್ಯಾಂಚ್ಯಾಸಾಟಿ.”