1 Corinthians 3:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଆଧ୍ୟାତ୍ମିକମନା ଲୋକମାନଙ୍କ ସହିତ କଥାବାର୍ତ୍ତା କଲା ପରି ମୁଁ ତୁମ୍ଭମାନଙ୍କ ସହିତ କଥାବାର୍ତ୍ତା କରି ନାହିଁ। ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ଜଗତର ଲୋକ ଏବଂ ଖ୍ରୀଷ୍ଟୀୟ ବିଶ୍ୱାସରେ ଶିଶୁ ମନେ କରି କଥା କହିଛି।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟକୁ ଅନୁସରଣ କରିବା ଉଚିତ୍ ନୁହେଁ ଭାଇ ଓ ଭଉଣୀମାନେ! ପୂର୍ବରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠାରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ಮಿಯಾ ತುಮ್ಚ್ಯಾಕ್ಡೆ ಆತ್ಮ್ಯಾನ್ ಭರುನ್ ಹೊತ್ತ್ಯಾ ಲೊಕಾಂಚೆಕ್ಡೆ ಬೊಲಲ್ಲ್ಯಾ ಸಾರ್ಕೆ ಬೊಲುಕ್ ನಾ, ಕ್ರಿಸ್ತಾಚ್ಯಾ ವಿಶ್ವಾಸಾತ್ ಬಾರಿಕ್ ಪೊರಾ ಸಾರ್ಕೆ ಅಸಲ್ಲ್ಯಾ ಹ್ಯಾ ಜಗಾತ್ಲ್ಯಾ ಲೊಕಾಂಚ್ಯಾ ಸಾರ್ಕೆ ಬೊಲ್ಲಾ.