1 Corinthians 3:10 — Compare Translations
7 translations compared side by side
Odia - 1840
"ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ବରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ଯବହାର କଲି। ଅନ୍ୟମାନେ ସହେି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରେତ୍ୟକକ ଲୋକ ନିର୍ମାଣ କଲା ବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟ ରେ ସତର୍କ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି । କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଦତ୍ତ ଅନୁଗ୍ରହ ଅନୁଯାୟୀ ଜଣେ ଦକ୍ଷ ନିର୍ମାଣକାରୀ ଭାବରେ ମୁଁ ମୂଳଦୁଆ ପକାଇଛି। ଅନ୍ୟ ଜଣେ ଏହି ମୂଳଦୁଆ ଉପରେ ନିର୍ମାଣ କରୁଛି। କିନ୍ତୁ ନିର୍ମାଣ କଲାବେଳେ ଆମେ ପ୍ରତ୍ୟେକେ ସତର୍କ ହେବା ଆବଶ୍ୟକ,
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ୱରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ୟବହାର କଲି। ଅନ୍ୟମାନେ ସେହି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରତ୍ୟେକ ଲୋକ ନିର୍ମାଣ କଲାବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟରେ ସତର୍କ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಮಾಕಾ ದಿಲ್ಲ್ಯಾ ಕುರ್ಪೆಚ್ಯಾ ವೈನಾ, ಮಿಯಾ ಎಕ್ ಶಾನ್ಯಾ ಭಾಂದ್ಪ್ಯಾಚ್ಯಾ ಸಾರ್ಕೆ ಪಾಯಾ ಘಾಟ್ಲಾ ಅನಿ ತೆಚ್ಯಾ ವೈರ್ ದುಸ್ರೊ ಎಕ್ಲೊ ಘರ್ ಭಾಂದುಲ್ಲಾ, ಖರೆ ಹರಿ ಎಕ್ಲೊ ಅಪ್ನಿ ಕಶೆ ಭಾಂದುಲ್ಲಾ ತೆಚ್ಯಾ ವಿಶಯಾತ್ ಕಾಳ್ಜಿ ಘೆವ್ದಿತ್.