1 Corinthians 3:12 — Compare Translations
7 translations compared side by side
Odia - 1840
"ଏହି ମୂଳଦୁଆ ସ୍ବଯଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସହେି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ଯ ପଥର, କାଠ, ଘାସ ବା ନଡ଼ା, ଯାହା କିଛି ବ୍ଯବହାର କରି ନିର୍ମାଣ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଭିତ୍ତି ଉପରେ କେହି କେହି ସୁନା ରୂପା, ମୂଲ୍ୟବାନ ପଥର ଏବଂ କେହି କେହି କାଠ, ଘାସ ଓ ନଡ଼ା ଦେଇ ନିର୍ମାଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ମୂଳଦୁଆ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସେହି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ନଡ଼ା, ଯାହାକିଛି ବ୍ୟବହାର କରି ନିର୍ମାଣ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆ ಜಾನಾ ಸೊನೆ, ನಾ ಹೊಲ್ಯಾರ್ ಚಾಂದಿ, ನಾ ಹೊಲ್ಯಾರ್ ಲೈ ಕಿಮ್ತಿಚೆ ಗುಂಡೆ ಹ್ಯಾ ಪಾಯಾಚ್ಯಾ ವೈರ್ ಭಾಂದಾಪ್ ಭಾಂದುಕ್ ವಾಪರ್ತಾತ್ ಅನಿ ಉಲ್ಲೆ ಜಾನಾ ನಾಕುಡ್, ನಾ ಜಾಲ್ಯಾರ್ ಗವಾತ್, ನಾ ಜಾಲ್ಯಾರ್ ಬಾರಿಕ್ ಝಾಡ್ ವಾಪರ್ತಾತ್.