1 Corinthians 3:13 — Compare Translations
7 translations compared side by side
Odia - 1840
"କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ “ଖ୍ରୀଷ୍ଟଙ୍କ ଦିବସରେ” ପ୍ରତ୍ୟେକର କାର୍ଯ୍ୟ ପ୍ରକାଶିତ ହେବ। ସେହି ଦିନ ଅଗ୍ନି ଦ୍ୱାରା ପ୍ରତ୍ୟେକର କାର୍ଯ୍ୟ ପରୀକ୍ଷା କରାଯାଇ ମାନ ନିରୂପଣ କରାଯିବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରତ୍ୟେକ ଲୋକର କାମ ସେହି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହେବ। ସେହି ଦିନଟି ନିଆଁ ଦେଇ ଆସିବ, ଓ ସେହି ନିଆଁ ପ୍ରତ୍ୟେକ ଲୋକର କାର୍ଯ୍ୟକୁ ପରୀକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿ ಎಕ್ಲ್ಯಾಚೆ ಕಾಮ್ ದಾಕ್ವುನ್ ದಿವ್ನ್ ಹೊತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಕ್ರಿಸ್ತಾಚೊ ದಿಸ್ ತಿ ಕಾಮಾ ಉಜ್ವೊಡಾಕ್ ಹಾನ್ತಾ. ತೊ ದಿಸ್ ಆಗಿಚೊ ದಿಸ್ ಅನಿ ತಿ ಆಗ್ ಹರಿಎಕ್ ಮಾನ್ಸಾಚ್ಯಾ ಕಾಮಾ ದಾಕ್ವುನ್ ದಿತಾ ಅನಿ ತ್ಯಾ ಆಗಿನ್ ಪರಿಕ್ಷಾ ಕರುನ್ ಹೊತಾ ಅನಿ ತೆ ಕಾಮಾಚೆ ಬರೆಪಾನ್ ದಾಕ್ವುನ್ ದಿತಾ.