1 Corinthians 3:16 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଠା ରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ନିଶ୍ଚିତରୂପେ ଜାର ଯେ ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କଠାରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದೆವಾಚಿ ಗುಡಿ ಅನಿ ದೆವಾಚೊ ಆತ್ಮೊ ತುಮ್ಚ್ಯಾ ಭುತ್ತುರ್ ವಸ್ತಿ ಕರ್ತಾ, ಹೆ ತುಮ್ಕಾ ಗೊತ್ತ್ ನಾ ಕಾಯ್?