1 Corinthians 3:17 — Compare Translations

7 translations compared side by side

Odia - 1840
"ଯଦି କୌଣସି ଲୋକ ପରମେଶ୍ବରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ବର ତାକୁ ନଷ୍ଟ କରି ଦବେେ। କାରଣ ପରମେଶ୍ବରଙ୍କ ମନ୍ଦିର ହେଉଛି ପବିତ୍ର। ସହେି ପବିତ୍ର ମନ୍ଦିର ତୁମ୍ଭମାନେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି କୌଣସି ଲୋକ ଈଶ୍ଵରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ଵର ତାକୁ ନଷ୍ଟ କରିବେ; କାରଣ ଈଶ୍ଵରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ଯଦି ଈଶ୍ୱରଙ୍କ ମନ୍ଦିରକୁ ଧ୍ୱଂସ କରେ, ଈଶ୍ୱର ତାକୁ ଧ୍ୱଂସ କରିବେ। କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର ଏବଂ ତୁମ୍ଭେମାନେ ସେହି ମନ୍ଦିର।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ୱର ତାକୁ ନଷ୍ଟ କରିଦେବେ। କାରଣ ପରମେଶ୍ୱରଙ୍କ ମନ୍ଦିର ହେଉଛି ପବିତ୍ର। ସେହି ପବିତ୍ର ମନ୍ଦିର ତୁମ୍ଭେମାନେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
Odia IRV 2017 (ଓଡିଆ ବାଇବେଲ)
ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ದೆವಾಚಿ ಗುಡಿ ನಾಸ್ ಕರ್‍ತಾ ತ್ಯಾ ಮಾನ್ಸಾಕ್ ದೆವ್ ನಾಸ್ ಕರ್‍ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚಿ ಗುಡಿ ಪವಿತ್ರ್ ಅನಿ ತುಮಿ ಹಿ ಗುಡಿ ಹೊವ್ನ್ ಹಾಸಿ.