1 Corinthians 3:18 — Compare Translations
7 translations compared side by side
Odia - 1840
"ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ନିଜକୁ ପ୍ରବଞ୍ଚନା ନ କରୁ। ତୁମ୍ଭମାନଙ୍କ ମଧ୍ୟରେ କେହି ଯଦି ନିଜକୁ ଜାଗତିକ ବିଷୟରେ ଜ୍ଞାନୀ ବୋଲି ଭାବେ, ପ୍ରକୃତ ଜ୍ଞାନ ଅର୍ଜନ ନିମନ୍ତେ ତାକୁ ଅଜ୍ଞ ହେବାକୁ ପଡ଼ିବ,
Odia Bible ERV 2004 (ପବିତ୍ର ବାଇବଲ)
ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ଯୁଗ ଅନୁସାରେ ଜ୍ଞାନୀ ଅଟେ, ତା’ହେଲେ ତାକୁ ମୂର୍ଖ ହେବାକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହୋଇପାରିବା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
Odia IRV 2017 (ଓଡିଆ ବାଇବେଲ)
କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ತುಮ್ಕಾಚ್ ಮೊಸ್ ಕರುನ್ ಘೆವ್ನಕಾಶಿ, ತುಮ್ಚ್ಯಾತ್ಲೊ ಕೊನ್ ತರಿ ಎಕ್ಲೊ ಹ್ಯಾ ಜಗಾಚ್ಯಾ ಪರ್ಕಾರ್ ಅಪ್ನಿ ಶಾನೊ ಮನುನ್ ಚಿಂತಾ ಜಾಲ್ಯಾರ್, ಖರೆಚ್ ಶಾನೊ ಹೊವಸಾಟ್ನಿ ತೆನಿ ಬುದ್ದ್ ನಸಲ್ಲ್ಯಾ ಸಾರ್ಕೊ ಹೊವ್ಚೊ.