1 Corinthians 3:19 — Compare Translations

7 translations compared side by side

Odia - 1840
"କାହିଁକି କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ଜାଗତିକ ଜ୍ଞାନ ପ୍ରକୃତ ରେ ମୂର୍ଖତା ଅଟେ। ଶାସ୍ତ୍ର କୁ ହେ; ଯେତବେେଳେ ଜ୍ଞାନୀମାନେ ନିଜ ଚତୁରତା ରେ ବ୍ଯବହାର କରନ୍ତି, ପରମେଶ୍ବର ସେତବେେଳେ ସମାନଙ୍କେୁ ଧରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଜଗତର ଜ୍ଞାନ ଈଶ୍ଵରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତିନ୍ତ”
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏହି ଜଗତ ଦୃଷ୍ଟିରେ ଯାହା ଜ୍ଞାନ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଅଜ୍ଞତା। ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି:- “ଈଶ୍ୱର ଜ୍ଞାନୀ ଲୋକମାନଙ୍କୁ ସେମାନଙ୍କ ଧୂର୍ତ୍ତପଣରେ ଧରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ଜାଗତିକ ଜ୍ଞାନ ପ୍ରକୃତରେ ମୂର୍ଖତା ଅଟେ। ଶାସ୍ତ୍ର କୁହେ; “ଯେତେବେଳେ ଜ୍ଞାନୀମାନେ ନିଜ ଚତୁରତାରେ ବ୍ୟବହାର କରନ୍ତି, ପରମେଶ୍ୱର ସେତେବେଳେ ସେମାନଙ୍କୁ ଧରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾ ಜಗಾಚೆ ಶಾನ್‍ಪಾನ್ ದೆವಾಚ್ಯಾ ನದ್ರೆಕ್ ಬುದ್ದನಸಲ್ಲ್ಯಾ ಸಾರ್ಕೆ ಹಾಯ್. ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ “ದೆವ್ ಶಾನ್ಯಾಕ್ನಿ ತೆಂಚ್ಯಾಚ್ ಚಾಲಾಕಿಪಾನಾತ್ ಶಿರ್ಕುನ್ ಘಾಲ್ತಾ.”