1 Corinthians 3:2 — Compare Translations

7 translations compared side by side

Odia - 1840
"ସେତବେେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦଇେ କ୍ଷୀର ଦଲେି। ଏପରି କରିବାର ଉଦ୍ଦେଶ୍ଯ ଯେ, ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ଯ ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ଗୁରୁପାକ ଖାଦ୍ୟ ନ ଦେଇ ଦୁଗ୍ଧ ପାନ କରିବାକୁ ଦେଇଥିଲି, କାରଣ ଗୁରୁପାକ ଖାଦ୍ୟ ଭୋଜନ କରିବାକୁ ତୁମେ ଅସମର୍ଥ ଥିଲ; ବର୍ତ୍ତମାନ ମଧ୍ୟ ସମର୍ଥ ନୁହଁ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦେଇ କ୍ଷୀର ଦେଲି। ଏପରି କରିବାର ଉଦ୍ଦେଶ୍ୟ ଯେ, ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ୟ ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ದುದ್ ದಿಲಾ ಘಟ್ಟ್ ಜೆವಾನ್ ದಿವ್ಕ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತುಮ್ಕಾ ಜಿರ್‍ವುನ್ ಘೆತಲೊ ಬಳ್ ನತ್ತೊ.