1 Corinthians 3:21 — Compare Translations

7 translations compared side by side

Odia - 1840
"ସେଥିପାଇଁ ମନୁଷ୍ଯମାନଙ୍କ ପାଇଁ ତୁମ୍ଭମାନେେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ମନୁଷ୍ୟର କ୍ୱଚିତ୍ ବିଷୟରେ କେହି ଦର୍ପ ନ କରୁ। ବାସ୍ତବିକ ତୁମ୍ଭେମାନେ ସବୁ ବିଷୟର ଅଧିକାରୀ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମନୁଷ୍ୟମାନଙ୍କ ପାଇଁ ତୁମ୍ଭେମାନେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಮಾನ್ಸಾಚ್ಯಾ ವಿಶಯಾತ್ ಕೊನ್‍ಬಿ ಬಡಾಯ್ ಚಿಂತುಚೆ ನ್ಹಯ್, ಸಗ್ಳೆಬಿ ತುಮ್ಚೆಚ್.