1 Corinthians 3:22 — Compare Translations
7 translations compared side by side
Odia - 1840
"ପାଉଲ, କଫୋ ବା ପିତର; ଜଗତ ଜୀବନ ବା ମୃତ୍ଯୁ; ବର୍ତ୍ତମାନ ବା ଭବିଷ୍ଯତ ସମସ୍ତ ହିଁ ତୁମ୍ଭମାନଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର; ପାଉଲ କୁହ କି ଆପଲ୍ଲ କୁହ କି କେଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ, ଆପୋଲୋ, ପିତର, ଏହି ଜଗତ, ଜୀବନ ଓ ମୃତ୍ୟୁ, ବର୍ତ୍ତମାନ ଓ ଭବିଷ୍ୟତ୍ ସବୁ ତୁମ୍ଭମାନଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ, କେଫା ବା ପିତର; ଜଗତ ଜୀବନ ବା ମୃତ୍ୟୁ; ବର୍ତ୍ତମାନ ବା ଭବିଷ୍ୟତ ସମସ୍ତ ହିଁ ତୁମ୍ଭମାନଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಹೊಂವ್ದಿತ್, ಅಪೊಲ್ಲೊ ಹೊಂವ್ದಿತ್, ಕೆಫಾಸ್ ಹೊಂವ್ದಿತ್, ಜಗ್ ಹೊಂವ್ದಿತ್, ಜಿವನ್ ಹೊಂವ್ದಿತ್, ಮರಾನ್ ಹೊಂವ್ದಿತ್, ಅತ್ತಾಚೊ ಕಾಲ್ ಹೊಂವ್ದಿತ್, ಫಿಡ್ಲೊ ಕಾಲ್ ಹೊಂವ್ದಿತ್ ಸಗ್ಳೆ ತುಮ್ಚೆಚ್.