1 Corinthians 3:4 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ଭିତ ରେ ଜଣେ କହୁଛି, ମୁଁ ପାଉଲଙ୍କ ଅନୁଗାମୀ, ଆଉ ଜଣେ କହୁଛି ମୁଁ ଆପଲ୍ଲଙ୍କ ଅନୁଗାମୀ, ଏଭଳି କହିବା ଦ୍ବାରା ତୁମ୍ଭମାନେେ ଜାଗତିକ ମଣିଷ ଭଳି ଆଚରଣ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ⇧ ⇧ ନୁହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ କେହି ଯେତେବେଳେ କୁହେ, ‘ମୁଁ ପାଉଲଙ୍କର’, ଆଉ କେହି କୁହେ, ‘ମୁଁ ଆପୋଲୋଙ୍କର’, ସେତେବେଳେ କ’ଣ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଆଚରଣ କରୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଭିତରେ ଜଣେ କହୁଛି, “ମୁଁ ପାଉଲଙ୍କ ଅନୁଗାମୀ,” ଆଉ ଜଣେ କହୁଛି “ମୁଁ ଆପଲ୍ଲଙ୍କ ଅନୁଗାମୀ,” ଏଭଳି କହିବା ଦ୍ୱାରା ତୁମ୍ଭେମାନେ ଜାଗତିକ ମଣିଷ ଭଳି ଆଚରଣ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ?
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲೊ ಎಕ್ಲೊ ಮಿಯಾ ಪಾವ್ಲುಚೊ ಅನಿ ಎಕ್ಲೊ ಮಿಯಾ ಅಪೊಲ್ಲೊಚೊ ಮನ್ತ್ಯಾತ್ ಅಶೆ ರ್‍ಹಾತಾನಾ ತುಮಿ ಹ್ಯಾ ಜಗಾಚ್ಯಾ ಲೊಕಾ ಸಾರ್ಕೆ ಚಲುಲ್ಯಾಸಿ ಮನುನ್ ಹೊಲೆ ಕಾಯ್ ನಾ?