1 Corinthians 3:5 — Compare Translations
7 translations compared side by side
Odia - 1840
"ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆପୋଲୋ କିଏ? ଅଥବା ପାଉଲ କିଏ? ଆମ୍ଭେମାନେ ଈଶ୍ୱରଙ୍କ ସେବକ ମାତ୍ର। ତୁମ୍ଭମାନଙ୍କୁ ବିଶ୍ୱାସୀ କରିବାରେ ଆମେ ସାହାଯ୍ୟ କରୁଛୁ। ଈଶ୍ୱର ଆମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ଯେଉଁ କାର୍ଯ୍ୟରେ ନିଯୁକ୍ତ କରିଛନ୍ତି, ଆମେ ସେହି କାର୍ଯ୍ୟ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆପଲ୍ଲ କ’ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କେବଳ ପ୍ରଭୁଙ୍କର ସେବକ ଅଟୁ। ଆମ୍ଭେ ତାହାଙ୍କଠାରେ ବିଶ୍ୱାସ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛୁ। ପ୍ରଭୁଙ୍କ ଦ୍ୱାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପନ୍ନ କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಅಪೊಲ್ಲೊ ಕೊನ್? ಪಾವ್ಲು ಕೊನ್? ಅಮಿ ಖಾಲಿ ದೆವಾಚಿ ಸೆವಕಾ, ತೆಚ್ಯಾಚ್ ವೈನಾ ತುಮಿ ವಿಶ್ವಾಸಾಕ್ ಯೆಲ್ಯಾಶಿ ಅಮಿ ಹರಿ ಎಕ್ಲೊ ಧನಿಯಾನ್ ಅಮ್ಕಾ ದಿಲ್ಲೆ ಕಾಮ್ ಕರ್ತಾಂವ್.