1 Corinthians 3:6 — Compare Translations

7 translations compared side by side

Odia - 1840
"ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ଵର ବୃଦ୍ଧି ସାଧନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ରୋପଣ କରିଛି ଓ ଆପୋଲୋ ସେଥିରେ ଜଳସେଚନ କରିଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಭಿಂಯ್ ಪೆರ್‍ಲೊ ಅಪೊಲ್ಲೊನ್ ಪಾನಿ ವೊತ್ಲ್ಯಾನ್, ಖರೆ ತೆ ವಾಡಿ ಸರ್ಕೆ ಕರಲ್ಲೆ ದೆವಾನ್.