1 Corinthians 3:7 — Compare Translations

7 translations compared side by side

Odia - 1840
"ତେଣୁ ଗଛ ଲଗଇେଥିବା ବା ପାଣି ଦଇେଥିବା କହେି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ବର କବଳେ ପ୍ରଧାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେ ରୋପଣ କରେ କିମ୍ଵା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ଵର, ସେ ସାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ରୋପଣକାରୀ ଓ ସେଚନକାରୀ କିଛି ନୁହଁନ୍ତି। କେବଳ ବୃଦ୍ଧି ସାଧନକର୍ତ୍ତା ଈଶ୍ୱର ସର୍ବେସର୍ବା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗଛ ଲଗେଇଥିବା ବା ପାଣି ଦେଇଥିବା କେହି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ୱର କେବଳ ପ୍ରଧାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್‍ಹಾತಾನಾ ಭಿಂಯ್ ಪೆರಲ್ಲೊ ಬಿ ಪಾನಿ ವೊತಲ್ಲೊಬಿ ಮುಖ್ಯ್ ನ್ಹಯ್, ವಾಡಿ ಸಾರ್ಕೆ ಕರಲ್ಲೊ ದೆವ್ ಎವ್ಡೊಚ್ ಮುಖ್ಯ್.