1 Corinthians 3:8 — Compare Translations

7 translations compared side by side

Odia - 1840
"ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରୋପଣକାରୀ ଓ ସେଚନକାରୀ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। ନିଜ ନିଜ ପରିଶ୍ରମ ଅନୁସାରେ ଈଶ୍ୱର ସେମାନଙ୍କୁ ପୁରସ୍କୃତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦେଇଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ୟ ସମାନ ଓ ଦୁହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆರಲ್ಲೊ ಅನಿ ಪಾನಿ ವೊತಲ್ಲೊ ಎಕುಚ್ ಉದ್ದೆಶಾ ಸಾಟ್ನಿ ರಾಬ್ತಾತ್, ಜಾಲ್ಯಾರ್ ಬಿ ಹರಿ ಎಕ್ಲ್ಯಾಕ್ ಅಪ್ನಾ ಅಪ್ನಾಚ್ಯಾ ಕಾಮಾಚ್ಯಾ ಪರ್‍ಕಾರ್ ತೆಂಕಾ ಮಜುರಿ ಗಾವ್ತಾ.