1 Corinthians 3:9 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ଏକତ୍ର ମିଳି ପରମେଶ୍ବରଙ୍କ ନିମନ୍ତେ କାର୍ୟ୍ଯ କରୁଛୁ, ଓ ତୁମ୍ଭମାନେେ ପରମେଶ୍ବରଙ୍କର ଚାଷଜମି ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଈଶ୍ଵରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ଵରଙ୍କ କ୍ଷେତ୍ର, ଈଶ୍ଵରଙ୍କ ଗୃହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଈଶ୍ୱରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର ଏବଂ ଈଶ୍ୱରଙ୍କ ଗୃହ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଏକତ୍ର ମିଳି ପରମେଶ୍ୱରଙ୍କ ନିମନ୍ତେ କାର୍ଯ୍ୟ କରୁଛୁ, ଓ ତୁମ୍ଭେମାନେ ପରମେଶ୍ୱରଙ୍କର ଗ୍ଭଷଜମି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଗୃହ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ದೆವಾಸಾಟಿ ಕಾಮ್ ಕರ್ತಲೆ ವಾಂಗ್ಡಿ, ತುಮಿ ದೆವಾಚೆ ಸೆತ್, ತುಮಿ ದೆವಾಚೆ ಘರ್.