1 Corinthians 4:1 — Compare Translations

7 translations compared side by side

Odia - 1840
"ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଆମକୁ ଈଶ୍ୱରଙ୍କ ସେବକ ବୋଲି ବିବେଚନା କରିବା ଉଚିତ୍। ଈଶ୍ୱର ଆମକୁ ଐଶ୍ୱରିକ ନିଗୂଢ଼ ତତ୍ତ୍ୱର ତତ୍ତାବଧାରକ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କର ପ୍ରେରିତଗଣ ଆମ୍ଭ ବିଷୟରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସେବକ। ପରମେଶ୍ୱର ନିଜର ଗୋପନୀୟ ସତ୍ୟଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚಿ ಸೆವಕಾ ಅನಿ ದೆವಾಚ್ಯಾ ಘುಟಾಚೆ ಖರೆ ದಾಕ್ವುನ್ ದಿತಲಿ ಸೆವಕಾ ಮನುನ್ ತುಮಿ ಅಮ್ಕಾ ಮನುಕ್ ಪಾಜೆ.