1 Corinthians 4:10 — Compare Translations

7 translations compared side by side

Odia - 1840
"ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ନିମନ୍ତେ ଆମେ ନିର୍ବୋଧ ବୋଲି ପରିଚିତ। କିନ୍ତୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ତୁମ୍ଭେମାନେ ଜ୍ଞାନୀ। ଆମେ ଦୁର୍ବଳ; କିନ୍ତୁ ତୁମ୍ଭେମାନେ ସବଳ। ଆମେ ଅବଜ୍ଞାତ, କିନ୍ତୁ ତୁମ୍ଭେମାନେ ସମ୍ମାନିତ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕ್ರಿಸ್ತಾಸಾಟ್ನಿ ಪಿಶೆ, ತುಮಿ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾ ವೈನಾ ‍ಶಾನೆ! ಅಮಿ ಬಳ್ ನಸಲ್ಲ್ಯಾ ಸಾರ್ಕೆ, ಖರೆ ತುಮಿ ತಾಕ್ತಿಚೆ! ತುಮ್ಕಾ ಮಾನ್ ಗಾವ್ತಾ, ಅಮ್ಕಾ ಅವ್ಮಾನ್ ಗಾವ್ತಾ!