1 Corinthians 4:11 — Compare Translations
7 translations compared side by side
Odia - 1840
"ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷ ରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଏବେ ମଧ୍ୟ କ୍ଷୁଧିତ, ତୃଷାର୍ତ୍ତ, ଛିନ୍ନ ବସ୍ତ୍ର ପରିହିତ, ପ୍ରହାରିତ ଓ ବାସହୀନ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
Odia IRV 2017 (ଓଡିଆ ବାଇବେଲ)
ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಜುನ್ ಪತರ್ ಅಮಿ ಭುಕೆನ್ ಅನಿ ಸೊಸೆನ್ ರ್ಹಾತಾಂವ್, ಕಪ್ಡೆ ನಸ್ತಾನಾ ಹಾಂವ್ ಮಾರ್ ಖಾತಾಂವ್ ಅನಿ ಘರ್-ದಾರ್ ನಸ್ತಾನಾ ಗಾಂವಾತ್ ರ್ಹಾತಾಂವ್.