1 Corinthians 4:12 — Compare Translations

7 translations compared side by side

Odia - 1840
"ଆମ୍ଭର ଲାଗି ଆମ୍ଭେ ହାତ ରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
Odia BSI (ପବିତ୍ର ବାଇବଲ (CL) NT (BSI))
କଠିନ ପରିଶ୍ରମ କରି ଆମେ ଦିନକୁ ଦିନ ଜୀର୍ଣ୍ଣଶୀର୍ଣ୍ଣ ହୋଇ ଯାଉଛୁ। କେହି ଆମକୁ ଅଭିଶାପ ଦେଲେ, ଆମେ ତାକୁ ଆଶୀର୍ବାଦ କରୁ। ନିର୍ଯ୍ୟାତିତ ହେଲେ, ସହ୍ୟ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଲାଗି ଆମ୍ଭେ ହାତରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
Odia IRV 2017 (ଓଡିଆ ବାଇବେଲ)
ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಮ್ ಕರುನ್ ಅಮ್ಚ್ಯಾ ಸ್ವತಾಚಿ ಪೊಟಾ ಭರುನ್ ಘೆತಾಂವ್. ಅಮ್ಚ್ಯಾ ವೈರ್ ಸರಾಪ್ ಮಾಗ್ತಲ್ಯಾಕ್ನಿ ಬರೆ ಮಾಗುನ್ ಆಶಿರ್ವಾದ್ ದಿತಾಂವ್, ಅಮ್ಕಾ ಗಾವ್ತಲೊ ತರಾಸ್ ಖುಶಿನ್ ಸೊಸ್ತಾಂವ್.