1 Corinthians 4:13 — Compare Translations
7 translations compared side by side
Odia - 1840
"ଲୋକମାନଙ୍କ ଠାରୁ ଅଭିଶାପ ପାଇ ମଧ୍ଯ ଆମ୍ଭେ ସମାନଙ୍କେୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ଯାପବାଦ କରନ୍ତି, ଆମ୍ଭେ ସମାନଙ୍କେୁ ନମ୍ରଭାବେ କଥା କହୁ। ଆଜି ପର୍ୟ୍ଯନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ଯବହାର କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ଵରୂପ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅପମାନିତ ହେଲେ, ମୃଦୁ କଥାରେ ଉତ୍ତର ଦେଇଥାଉ। ଏପର୍ଯ୍ୟନ୍ତ ଆମେ ଜଗତର ଆବର୍ଜନା ସ୍ୱରୂପ ହୋଇ ରହିଛୁ - ସମସ୍ତଙ୍କ ଦ୍ୱାରା ପରିତ୍ୟକ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କଠାରୁ ଅଭିଶାପ ପାଇ ମଧ୍ୟ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ୟାପବାଦ କରନ୍ତି, ଆମ୍ଭେ ସେମାନଙ୍କୁ ନମ୍ରଭାବେ କଥା କହୁ। ଆଜି ପର୍ଯ୍ୟନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ୟବହାର କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ನಿಂದಾ ಕರಲ್ಲ್ಯಾ ಎಳಾರ್ ಅಮಿ ಸಮಾಧಾನಾನ್ ಜಬಾಬ್ ದಿತಾಂವ್. ಅಮಿ ಖರೆಚ್ ಆಜ್ ಪತರ್ ಜಗಾಚೊ ಕಚ್ರೊ ಅನಿ ಸಗ್ಳ್ಯಾನಿ ಭಾಯ್ರ್ ಕಾಡುನ್ ಟಾಕಲ್ಲೆ ಮಟ್ಲ್ಯಾ ಸಾರ್ಕೆ ಹಾಂವ್.