1 Corinthians 4:15 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନକେ ପିତା ନାହାଁନ୍ତି, ସୁସମାଚାର ଦ୍ବାରା ଖ୍ରୀଷ୍ଟଯୀଶୁଙ୍କ ସକାେଶ ମୁଁ ତୁମ୍ଭମାନଙ୍କର ପିତା ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ଵାରା ଜନ୍ମ ଦେଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟୀୟ ଜୀବନରେ ତୁମର ଅନେକ ଧର୍ମଗୁରୁ ଥାଉ ପାରନ୍ତି। କିନ୍ତୁ ତୁମର ପିତା ଏକ। ତୁମ ନିକଟରେ ସୁସମାଚାର ପ୍ରଚାର କରିବା ଦ୍ୱାରା ଖ୍ରୀଷ୍ଟୀୟ ଜୀବନରେ ମୁଁ ତୁମର ପିତା ସ୍ୱରୂପ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାଁନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಕ್ರಿಸ್ತಾಚ್ಯಾ ವೈನಾ ಹಜಾರಾನಿ ಶಿಕ್ವುತಲಿ ಲೊಕಾ ಅಸ್ತಿಲ್, ಹೊಲ್ಯಾರ್ಬಿ ತುಮ್ಕಾ ಆತ್ಮಿಕ್ ಬಾಬಾ ಎಕ್ಲೊಚ್, ಮಿಯಾಚ್ ತೊ ತುಮ್ಕಾ ಬರಿ ಖಬರ್ ಪ್ರಚಾರ್ ಕರುನ್ ಕ್ರಿಸ್ತಾತ್ ತುಮ್ಕಾ ಜಲಮ್ ದಿಲ್ಲೊ.