1 Corinthians 4:18 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ଭିତରୁ ଅନକେ ଅହଂକାରୀ ହାଇଯୋଇଛ। ଏହାଭାବି ତୁମ୍ଭମାନେେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କବେେ ୟିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ଭାବି କେହି କେହି ଉଦ୍ଧତ ହେଉଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚಾಕ್ಡೆ ಯೆಯ್ ನಾ ಮನುನ್ ಚಿಂತುನ್ ತುಮ್ಚ್ಯಾತ್ಲೆ ಉಲ್ಲೆ ಜನಾ ಗರುಕಿನ್ ಭರ್ಲಾತ್.