1 Corinthians 4:19 — Compare Translations

7 translations compared side by side

Odia - 1840
"କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ଓ ଅହଂକାର କରୁଥିବା ଲୋକମାନେ କଣ ଅଧିକ କାର୍ୟ୍ଯକ କରୁଛନ୍ତି ତାହା ମୁଁ ଦେଖିବାକୁ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଇଚ୍ଛା କଲେ, ମୁଁ ଶୀଘ୍ର ତୁମମାନଙ୍କ ନିକଟକୁ ଯିବି। ସେତେବେଳେ ଏହି ଉଦ୍ଧତ ଲୋକମାନଙ୍କର କଥା କେବଳ ଶୁଣିବି ନାହିଁ - ପ୍ରକୃତରେ ସେମାନଙ୍କର କେତେ ପ୍ରଭାବ ଅଛି, ତାହା ମୁଁ ଦେଖିବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ଓ ଅହଂକାର କରୁଥିବା ଲୋକମାନେ କ’ଣ ଅଧିକ କାର୍ଯ୍ୟ କରୁଛନ୍ତି ତାହା ମୁଁ ଦେଖିବାକୁ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ತುಮ್ಚ್ಯಾಕ್ಡೆ ಯೆತಾ ಅನಿ ದೆವಾಚಿ ಖುಶಿ ರ್‍ಹಾಲ್ಯಾರ್ ಲಗ್ಗುನಾಚ್ ಯೆತಾ; ತನ್ನಾ ತೊಂಡಾನ್ ಮೊಟೆ ಬೊಲ್ತಲ್ಯಾಂಚ್ಯಾ ಹಾತಾನ್ ಕಾಯ್ ಕಾಯ್ ಕರುಕ್ ಹೊತಾ ಮನುನ್ ಬಗ್ತಾ.