1 Corinthians 4:21 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଚାହଁ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନି ଯିବି?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କଅଣ ଚାହଁ? ମୁଁ କ’ଣ ତୁମ୍ଭମାନଙ୍କୁ ଶାସନ କରିବା ପାଇଁ ଚାବୁକ ନେଇ ଯିବି? - ନା, ପ୍ରେମ ଓ ମୃଦୁ ମନୋଭାବ ନେଇ ଯିବି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଗ୍ଭହଁ: ମୁଁ ତୁମ୍ଭମାନଙ୍କ ପାଖକୁ ଦଣ୍ଡ ନେଇ ଆସିବି, ନା ପ୍ରେମ ଓ କୋମଳତା ସହ ଆସିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ଇଚ୍ଛା କ'ଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନିଯିବି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರ್ ತುಮ್ಕಾ ಖಲೆ ಪಾಜೆ? ಮಿಯಾ ತುಮ್ಚ್ಯಾಕ್ಡೆ ಬೆತ್ತಾಚಿ ಖಾಟಿ ಘೆವ್ನ್ ಯೆವ್ಚೆ ಕಾಯ್? ಪ್ರೆಮಾನ್ ಅನಿ ಥಂಡ್ ಮನಾನ್ ಯೆವ್ಚೆ?