1 Corinthians 4:3 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଯଦି ମାରେବିଚାର କର କିଅବା କୌଣସି ଅଦାଲତ, ଯଦି ମାରେ ବିଚାର କରେ, ତବେେ ମୁଁ ତାହାକୁ ଆଦୌ ଖାତିର କରେ ନାହିଁ। ଏପରି କି ମାେ ନିଜର ବିଚାର ମଧ୍ଯ ମୁଁ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କ ଦ୍ଵାରା କିମ୍ଵା କୌଣସି ଲୌକିକ ବିଚାରସଭା ଦ୍ଵାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଷୟରେ ତୁମ ଦ୍ୱାରା କିମ୍ବ ଯେକୌଣସି ମାନବିମ ବିଚାରାଳୟ ଦ୍ୱାରା ବିଚାରିତ ହେବା ପାଇଁ ମୁଁ ଚିନ୍ତିତ ନୁହେଁ, ଏପରି କି ମୁଁ ନିଜେ ମଧ୍ୟ ନିଜର ବିଚାର କରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ମୋର ବିଗ୍ଭର କର କିଅବା କୌଣସି ଅଦାଲତ, ଯଦି ମୋର ବିଗ୍ଭର କରେ, ତେବେ ମୁଁ ତାହାକୁ ଆଦୌ ଖାତିରି କରେ ନାହିଁ। ଏପରି କି ମୋ’ ନିଜର ବିଗ୍ଭର ମଧ୍ୟ ମୁଁ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋ' ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಿಶಯಾತ್ ಸಾಂಗುಚೆ ಜಾಲ್ಯಾರ್ ಮಿಯಾ ತುಮಿ ಕರ್‍ತಲ್ಯಾ ಝಡ್ತಿಚಿ ಹೊಂವ್ದಿತ್, ಮಾನ್ಸಾಂಚ್ಯಾ ಕಸ್ಲ್ಯಾಬಿ ನ್ಯಾಯ್ ನಿರ್ನಯ್ ಕರ್‍ತಲ್ಯಾ ತಾಂಡ್ಯಾಂಚ್ಯಾ ನಿರ್ನಯಾಚಿ ಹೊಂವ್ದಿತ್, ಮಿಯಾ ಪರ್ವಾ ಕರಿನಾ, ಮಾಜಿಚ್ ಸೈತ್ ಮಿಯಾ ಝಡ್ತಿ ಕರಿನಾ.