1 Corinthians 4:5 — Compare Translations
7 translations compared side by side
Odia - 1840
"ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ; ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ; ସେତେବେଳେ ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ପ୍ରଶଂସା ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
Odia IRV 2017 (ଓଡିଆ ବାଇବେଲ)
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಎಳ್ ಭರುಚ್ಯಾ ಅದ್ದಿ ಧನಿ ಪರ್ತುನ್ ಯೆಯ್ ಪತರ್ ತುಮಿ ಕೊನಾಚಿಬಿ ಝಡ್ತಿ ಕರುಚೆ ನ್ಹಯ್. ತೊ ಯೆವ್ನ್ ಕಾಳ್ಕಾತ್ ನಿಪುನ್ ಹೊತ್ತೆ ಉಜ್ವೊಡಾಕ್ ಹಾನ್ತಾ ಅನಿ ಮಾನ್ಸಾಚ್ಯಾ ಭುತ್ತುರ್ಲ್ಯಾ ಮನಾಚೆ ಘುಟ್ ದಾಕ್ವುನ್ ದಿತಾ, ತನ್ನಾ ಹರಿ ಎಕ್ಲ್ಯಾಕ್ ದೆವಾಕ್ನಾ ಗಾವ್ತಲೆ ಹೊಗ್ಳಾಪ್ ಗಾವ್ತಾ.