1 Corinthians 4:6 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ବରୂପ ବ୍ଯବହାର କରୁଛି ଯେପରି ତୁମ୍ଭମାନେେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣିପାରିବ, ତବେେ ଶାସ୍ତ୍ର ରେ ଯାହା ଲଖାେ ଯାଇଛି କବଳେ ତହିଁର ବାଧ୍ଯ ହୁଅ। ତା' ହେଲେ ତୁମ୍ଭମାନେେ ଜରକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ‘ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁʼ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, କେବଳ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ମୁଁ ଆପୋଲୋ ଓ ମୋ’ ବିଷୟରେ ଏହିସବୁ କଥା କହିଛି। ଆମ ଦୁହିଁଙ୍କୁ ଦୃଷ୍ଟାନ୍ତ ସ୍ୱରୂପ ମନେ କରି ତୁମ୍ଭେମାନେ ଶିକ୍ଷା କରିବା ଉଚିତ୍ ଯେ, “ଶାସ୍ତ୍ରରେ ଯାହା ଲିଖିତ ଅଛି, ତାହାର ବ୍ୟତିକ୍ରମ କରିବା ବିଧେୟ ନୁହେଁ।” ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ନେଇ ଗର୍ବ କର ନାହିଁ, କିଅବା କାହାକୁ ଉପେକ୍ଷା କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ୱରୂପ ବ୍ୟବହାର କରୁଛି ଯେପରି ତୁମ୍ଭେମାନେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣି ପାରିବ, “ତେବେ ଶାସ୍ତ୍ରରେ ଯାହା ଲେଖା ଯାଇଛି କେବଳ ତହିଁର ବାଧ୍ୟ ହୁଅ। ତା’ହେଲେ ତୁମ୍ଭେମାନେ ଜଣକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಭೆನಿಯಾನು, ಹಿ ಸಗ್ಳಿ ಸಂಗ್ತಿಯಾ ತುಮ್ಚ್ಯಾ ಫಾಯ್ದ್ಯಾಸಾಟ್ನಿ ಮಾಕಾ ಅನಿ ಅಪೊಲ್ಲೊಕ್ ಲಾಗು ಕರ್ತಾ. ಅಶೆ ಕರಲ್ಲ್ಯಾ ವೈನಾ ಲಿವ್ನ್ ಥವಲ್ಲ್ಯಾ ನಿಯಮಾ ಪರ್ಕಾರ್ ಚಲಾ ಮನ್ತಲ್ಯಾ ಗೊಸ್ಟಿಚೊ ಅರ್ಥ್ ಅಮ್ಚೆ ವೈನಾ ತುಮಿ ಶಿಕುಕ್ ಪಾಜೆ. ಎಕ್ಲ್ಯಾಚೆ ಮೊಟೆಪಾನ್ ಬಗುಕ್ ತೆಚ್ಯಾ ವಾಂಗ್ಡಾ ಜಾತಲೆ ಅನಿ ಎಕ್ಲ್ಯಾಚೆ ವಿರೊದ್ ರ್‍ಹಾತಲೆ ಹೆ ಸಗ್ಳೆ ತುಮಿ ಕರುಕ್ ಜಾವ್ಚೆ ನ್ಹಯ್.