1 Corinthians 4:8 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ଯକୀୟ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତୁମ୍ଭେ ନିଜକୁ ଧନ୍ଯ ବୋଲି ମନେ କରୁଛ। ତୁମ୍ଭମାନେେ ଆମ୍ଭ ବିନା ରାଜା ହାଇେ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭମାନେେ ପ୍ରକୃତ ରେ ରାଜା ହାଇେଥିଲେ ଭଲ ହାଇେଥାନ୍ତା। ତା' ହେଲେ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ସହିତ ରାଜତ୍ବ କରିଥାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇ ଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ଵ କରି ପାରିଥାଆନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ଆବଶ୍ୟକୀୟ ସମସ୍ତ ବିଷୟ ପାଇ ସାରିଛ କି? ତୁମେ କ’ଣ ଧନବାନ ହୋଇସାରିଛ? ତୁମେ କ’ଣ ଜଣେ ଜଣେ ରାଜା ହୋଇ ଯାଇଛ (ଯଦିଚ ଆମେ ହୋଇପାରି ନାହୁଁ)? ସତରେ, ତୁମ୍ଭେମାନେ ରାଜା ହୋଇ ତୁମର ସେହି ରାଜପଦର ଅଂଶୀ ହୋଇ ଥାଆନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକୀୟ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭେ ନିଜକୁ ଧନ୍ୟ ବୋଲି ମନେ କରୁଛ। ତୁମ୍ଭେମାନେ ଆମ୍ଭ ବିନା ରାଜା ହୋଇ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭେମାନେ ପ୍ରକୃତରେ ରାଜା ହୋଇଥିଲେ ଭଲ ହୋଇଥା’ନ୍ତା। ତା’ହେଲେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିଥାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ତୁମ୍ଭେମାନେ କ'ଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କ'ଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରି ପାରିଥାଆନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡ್ಯಾತುಚ್ ತುಮಿ ತೃಪ್ತಿ ಹಾಸಿ ದಿಸ್ತಾ, ತುಮಿ ಸಾವ್ಕಾರ್ ಹಾಸಿ, ಅಮಿ ನಸ್ತಾನಾಚ್ ತುಮಿ ಖರೆಚ್ ರಾಜಾ ಹೊಲ್ಲೆ ರ್‍ಹಾಲ್ಯಾರ್ ಕವ್ಡೆ ಬರೆ ಹೊತ್ತೆ! ಅಮಿಬಿ ತುಮ್ಚ್ಯಾ ವಾಂಗ್ಡಾ ರಾಜ್ ಚಾಲ್ವುನ್ಗೆತ್ ರ್‍ಹಾಯ್ ಹೊತ್ತಾಂವ್!