1 Corinthians 4:9 — Compare Translations
7 translations compared side by side
Odia - 1840
"କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ଵର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରକୃତ ପକ୍ଷରେ ମୋର ମନେହୁଏ, ଆମ ଭଳି ପ୍ରେରିତ ଶିଷ୍ୟମାନଙ୍କୁ ଈଶ୍ୱର ସମସ୍ତଙ୍କ ପଶ୍ଚାତ୍ଭାଗରେ ରଖିଛନ୍ତି। ପ୍ରକାଶ୍ୟରେ ମୃତ୍ୟୁଦଣ୍ଡ ଭୋଗ କରି ସମଗ୍ର ଜଗତର ମନୁଷ୍ୟ ଓ ଦେବଦୂତମାନଙ୍କ ନିକଟରେ ଉପହାସର ପାତ୍ର ବ୍ୟକ୍ତିମାନଙ୍କ ପରି ଆମକୁ ସେ ରଖିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ମନେ ହୁଏ ଯେ, ପରମେଶ୍ୱର ଆମ୍ଭ ପ୍ରେରିତମାନଙ୍କୁ ସର୍ବଶେଷରେ ରଖିଅଛନ୍ତି। ଆମ୍ଭେମାନେ ଯେପରି ମୃତ୍ୟୁଦଣ୍ଡରେ ଦଣ୍ଡିତ କରା ହୋଇଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ୱର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖରେ ଆମ୍ଭେମାନେ ଯେପରି ଏକ ନାଟକ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ದಿಸ್ತಾ ದೆವಾನ್ ಅಮ್ಕಾ ಅಪೊಸ್ತಲಾಕ್ನಿ ಮರ್ನಾಚೆ ಹುಕುಮ್ ಹೊಲ್ಯಾ ಸಾರ್ಕೆ ಸಗ್ಳ್ಯಾಂಚ್ಯಾ ಆಕ್ರಿಚೆ ಕರುನ್ ಲೊಕಾಂಚ್ಯಾ ಮದ್ದಿ ಇಬೆ ಕರ್ಲಾ. ಸಗ್ಳ್ಯಾ ಜಗಾಚ್ಯಾ ಇದ್ರಾಕ್, ಮಾನ್ಸಾ ಅನಿ ದೆವಾಚ್ಯಾ ದುತಾಚ್ಯಾ ಇದ್ರಾಕ್ ಅಮಿ ಎಕ್ ಪ್ರದರ್ಶನ್ ಹೊವ್ನ್ ಗೆಲಾಂವ್.