1 Corinthians 5:1 — Compare Translations
7 translations compared side by side
Odia - 1840
"ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ବିଜାତିମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାସ୍ତବରେ ଶୁଣାଯାଉଛି ଯେ, ତୁମ୍ଭେମାନେ ଯେଉଁ ଭୟଙ୍କର ବ୍ୟଭିଚାରରେ ଲିପ୍ତ, ତାହା ବିଜାତୀୟମାନଙ୍କ ମଧ୍ୟରେ ସୁଦ୍ଧା ଦେଖାଯାଏ ନାହିଁ। ମୁଁ ଶୁଣୁଛି, ତୁମ ଭିତରୁ ଜଣେ ତା’ର ସାବତ ବା ସହିତ ସହବାସ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀରେ ନୈତିକ ସମସ୍ୟା ଲୋକେ ପ୍ରକୃତରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ଯୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ୱରଙ୍କୁ ନ ଜାଣିଥିବା ଲୋକମାନଙ୍କଠାରେ ମଧ୍ୟ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ವೆಭಿಚಾರ್ ಚಾಲು ಹೊಲಾ ಮನುನ್ ಮಾಜ್ಯಾ ಕಾನಾತ್ ಪಡ್ಲಾ; ತಸ್ಲೊ ವೆಭಿಚಾರ್ ವಿಶ್ವಾಸಾತ್ ನಸಲ್ಲ್ಯಾ ಲೊಕಾತ್ನಿ ಸೈತ್ ಗಾವಿ ಸರ್ಕೊ ನಾ; ಎಕ್ಲೊ ಅಪ್ನಾಚ್ಯಾ ಬಾಬಾಚ್ಯಾ ದೊನ್ವೆಚ್ಯಾ ಬಾಯ್ಕೊಚ್ಯಾ ವಾಂಗ್ಡಾ ನಿಜ್ತಾ!