1 Corinthians 5:11 — Compare Translations
7 translations compared side by side
Odia - 1840
"ମାରେ ଲେଖିବାର ଅର୍ଥ ଥିଲା, ଯେ ଯେଉଁଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘାଷେଣା କରି ଏବେ ମଧ୍ଯ ୟୌନଗତ ପାପ କରୁଛି କିଅବା ସ୍ବାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁ ହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସହେିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ଯ ଗ୍ରହଣ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର କହିବାର ଉଦ୍ଦେଶ୍ୟ ହେଉଛି ଯେ ତୁମ୍ଭମାନଙ୍କ ସଙ୍ଗୀ ବୋଲି ପରିଚିତ କୌଣସି ଲୋକ ଯଦି ବ୍ୟଭିଚାରୀ, ଲୋଭୀ, ପ୍ରତିମାପୂଜକ, କୁତ୍ସାରଟନାକାରୀ, ମାତାଲ୍ କିମ୍ବା ଚୋର ହୁଏ, ତେବେ ତାହା ସହିତ ସମସ୍ତ ସମ୍ପର୍କ ଛିନ୍ନ କରିଦେବ। ଏପରି କି, ଏ ଧରଣର ଲୋକ ସହିତ ଖିଆପିଆ ମଧ୍ୟ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଲେଖିବାର ଅର୍ଥ ଥିଲା, ଯେ ଯେଉଁ ଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘୋଷଣା କରି ଏବେ ମଧ୍ୟ ଯୌନଗତ ପାପ କରୁଛି କିଅବା ସ୍ୱାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସେହିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ୟ ଗ୍ରହଣ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾಸಾಟ್ನಿ ಮಿಯಾ ತುಮ್ಕಾ ಸಾಂಗುಚೆ ಮನುನ್ ಹೊತ್ತೆ ಯವ್ಡೆಚ್! ಕೊನ್ತರ್ ಎಕ್ಲೊ ಅಪ್ನಿ ವಿಶ್ವಾಸಾತ್ ಹೊತ್ತೊ ಮಾನುಸ್ ಮನುನ್ ಘೆವ್ನ್ ವೆಭಿಚಾರ್ ಕರ್ತಾ, ಆಸ್ಬುರ್ಕೆಪಾನಾತ್ ರ್ಹಾತಾ, ಮುರ್ತಿ ಫುಜಾ ಕರ್ತಾ, ನಾ ಹೊಲ್ಯಾರ್ ದುಸ್ರ್ಯಾಂಚೆ ನಾಂವ್ ವೈಟ್ ಕರುಕ್ ಬಗ್ತಾ, ಲೈ ಫಿತಾ, ಲುಟುನ್ ಖಾತಾ, ತಸ್ಲ್ಯಾಂಚಿ ತುಮಿ ಫಾಟ್ ಧರುಚೆ ನ್ಹಯ್; ತಸ್ಲ್ಯಾಂಚ್ಯಾ ವಾಂಗ್ಡಾ ತುಮಿ ಜೆವ್ನಾಕ್ ಸೈತ್ ಬಸುಚೆ ನ್ಹಯ್.