1 Corinthians 5:12 — Compare Translations
7 translations compared side by side
Odia - 1840
"ଯେଉଁମାନେ କୌଣସି ମଣ୍ଡଳୀର ସଭ୍ଯ ନୁହଁନ୍ତି, ସମାନଙ୍କେ ବିଚାର କରିବା ଉଚିତ୍ ନୁହେଁ। ପରମେଶ୍ବର ସମାନଙ୍କେର ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାର ଲୋକମାନଙ୍କ ବିଚାର କରିବାକୁ ମୁଁ କିଏ? ଈଶ୍ୱର ସେମାନଙ୍କର ବିଚାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?
Odia IRV 2017 (ଓଡିଆ ବାଇବେଲ)
କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಭಾಯ್ರ್ ಹೊತ್ತ್ಯಾಂಚಿ ಝಡ್ತಿ ಕರುಕ್ ಮಿಯಾ ಕೊನ್? ತುಮಿ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ಅಸಲ್ಲ್ಯಾಂಚಿ ಝಡ್ತಿ ಕರುಚೆ ನ್ಹಯ್?