1 Corinthians 5:13 — Compare Translations
6 translations compared side by side
Odia - 1840
"କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ଯ ଅଟନ୍ତି, ତୁମ୍ଭେ ସମାନଙ୍କେର ବିଚାର କର। ଶାସ୍ତ୍ର କୁ ହେ ତୁମ୍ଭମାନେେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ଵର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମ ମଣ୍ଡଳୀ ଅନ୍ତର୍ଭୁକ୍ତ ଲୋକମାନଙ୍କର ବିଚାର କରିବାର ଦାୟିତ୍ୱ କ’ଣ ଆମର ନାହିଁ? ଧର୍ମଶାସ୍ତ୍ରରେ ଲେଖାଅଛି, “ତୁମ୍ଭମାନଙ୍କ ମଧ୍ୟରୁ ଦୁର୍ଜନକୁ ବିତାଡ଼ିତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ୱର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಭಾಯ್ರ್ ಹೊತ್ತ್ಯಾಂಚಿ ದೆವುಚ್ ಝಡ್ತಿ ಕರ್ತಾ “ದುಸ್ಟ್ ಮಾನ್ಸಾಕ್ ತುಮ್ಚ್ಯಾ ಮದ್ನಾ ಭಾಯ್ರ್ ಘಾಲಾ.”