1 Corinthians 5:3 — Compare Translations

7 translations compared side by side

Odia - 1840
"ମୁଁ ସ୍ବଶରୀର ରେ ତୁମ୍ଭମାନଙ୍କ ପାଖ ରେ ନାହିଁ କିନ୍ତୁ ଆତ୍ମା ରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଚାର କରିଥାଆନ୍ତି, ସପରେି ମୁଁ ବିଚାର କରି ସାରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହିପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେଠାରେ ଶାରୀରିକ ଭାବରେ ଅନୁପସ୍ଥିତ ଥିଲେ ସୁଦ୍ଧା, ଆତ୍ମିକ ଭାବରେ ଉପସ୍ଥିତ ବୋଲି ମନେ କରି, ସେହିପରି ଜଘନ୍ୟ କାର୍ଯ୍ୟ କରିଥିବା ବ୍ୟକ୍ତି ବିରୁଦ୍ଧରେ ପ୍ରଭୁ ଯୀଶୁଙ୍କ ନାମରେ ଦଣ୍ଡବିଧାନ କରି ସାରିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ୱଶରୀରରେ ତୁମ୍ଭମାନଙ୍କ ପାଖରେ ନାହିଁ କିନ୍ତୁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁ ଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଗ୍ଭର କରିଥା’ନ୍ତି, ସେହିପରି ମୁଁ ବିଗ୍ଭର କରି ସାରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಆಂಗಾನ್ ತುಮ್ಚ್ಯಾ ವಾಂಗ್ಡಾ ನಾ ಜಾಲ್ಯಾರ್ಬಿ ಆತ್ಮ್ಯಾನ್ ತುಮ್ಚ್ಯಾ ಮದ್ದಿ ಹಾಜರ್ ಹಾಂವ್ ಮನುನ್ ಚಿಂತಾ, ತಸೆ ಹಾಜರ್ ರ್‍ಹಾವ್ನ್; ಅಸ್ಲಿ ಕಾಮಾ ಕರ್‍ತಲ್ಯಾಂಚ್ಯಾ ವೈರ್ ಮಿಯಾ ನಿರ್ನಯ್ ದಿವ್ನ್ ಹೊಲಾ.