1 Corinthians 5:4 — Compare Translations
7 translations compared side by side
Odia - 1840
"ଆମ୍ଭର ପ୍ରଭୁ ଯୀଶୁଙ୍କ ନାମ ରେ ତୁମ୍ଭମାନେେ ଏକତ୍ର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭେମାନେ ଏକତ୍ର ହେବା ସମୟରେ, ମୁଁ ମଧ୍ୟ ସେଠାରେ ଆତ୍ମିକ ଭାବରେ ଉପସ୍ଥିତ ବୋଲି ଜାଣି,
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭେମାନେ ଏକତ୍ର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸ್ಲಿ ಕಾಮಾ ಕರ್ತಲ್ಯಾಂಚ್ಯಾ ವೈರ್ ಅಶೆ ತುಮಿ ಎಕಾಕ್ಡೆ ಗೊಳಾ ಹೊತಾನಾ, ಆತ್ಮಿಕ್ ರಿತಿನ್ ಮಿಯಾಬಿ ತುಮ್ಚ್ಯಾ ವಾಂಗ್ಡಾ ರ್ಹಾತಾ ಅನಿ ಅಮ್ಚ್ಯಾ ಧನಿಯಾ ಜೆಜುಚೊ ಬಳ್ಬಿ ಥೈ ಹಾಜರ್ ರ್ಹಾತಾ.