1 Corinthians 5:6 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଟିକିଏ ବୋଲି ଖମୀର ସମସ୍ତ ମଇଦା ପିଣ୍ତୁଳାକୁ ଖମୀରମୟ କରିଦିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଆସ୍ପର୍ଦ୍ଧା କରିବା ଅନୁଚିତ। ତୁମେ କ’ଣ ଜାଣ ନାହଁ, ‘ଟିକିଏ ଖମୀର ସମୁଦାୟ ମଇଦାକୁ ଖମୀରମୟ କରିଦିଏ’?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚಿ ಬಡಾಯ್ ತುಮ್ಕಾ ಒಪ್ಪಿನಾ, “ಉಲ್ಲೊಸೊ ಸೊಡೊ ಸಗ್ಳೆ ಪಿಟ್ಟ್ ಫುಗ್ವುತಾ,” ಹಿ ಗೊಸ್ಟ್ ತುಮ್ಕಾ ಗೊತ್ತ್ ನಾ ಕಾಯ್?