1 Corinthians 5:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ତୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ ପାପରୂପ ପୁରୁଣା ଖମୀରକୁ ଦୂର କରି ସମ୍ପୂର୍ଣ୍ଣ ଶୁଚି ହୁଅ। ତାହାହେଲେ, ତୁମ୍ଭେମାନେ ଖମୀରଶୂନ୍ୟ ନିର୍ମଳ ମଇଦା ପରି ହେବ - ଅବଶ୍ୟ ମୁଁ ଜାଣେ, ତୁମ୍ଭେମାନେ ବର୍ତ୍ତମାନ ସେହିପରି ଅଛ। ନିସ୍ତାର ପର୍ବର ପ୍ରସ୍ତୁତି ସରିଛି। ଆମ ପରିତ୍ରାଣ ନିମନ୍ତେ ନିସ୍ତାର ପର୍ବର ମେଷଶାବକ ପରି ସ୍ୱୟଂ ଖ୍ରୀଷ୍ଟ ବଳି ରୂପେ ଉତ୍ସର୍ଗିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହେବାଲାଗି ତୁମ୍ଭମାନଙ୍କ ଭିତରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭେମାନେ ସେହି ଖମୀରଶୂନ୍ୟ ନିସ୍ତାରପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାରପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହୋଇ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍‍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍‍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಜುನ್ನೊ ಪಾಪಾಚೊ ಸೊಡೊ ಕಾಡುನ್ ಟಾಕಾ, ಅನಿ ತುಮಿ ಸಗ್ಳ್ಯಾ ರಿತಿನ್ ನಿತಳ್ ಹೊವಾ, ತನ್ನಾ ತುಮಿ ಕಸ್ಲೊಬಿ ಸೊಡೊ ನಸಲ್ಲೆ ಪಿಟ್ಟ್ ಹೊತ್ಯಾಸಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಅಮ್ಚೆ ಪಾಸ್ಕಾಚೆ ಜೆವಾನ್ ತಯಾರ್ ಹಾಯ್, ಕ್ರಿಸ್ತಾಕ್ ಅಮ್ಚ್ಯಾ ಪಾಸ್ಕಾಚ್ಯಾ ಬೊಕ್ಡಾಚಿ ಬಲಿ ಭೆಟ್ವುನ್ ಹೊಲಾ.