1 Corinthians 5:8 — Compare Translations
7 translations compared side by side
Odia - 1840
"ଅତଏବ, ଆସ ଆମ୍ଭମାନେେ ନିସ୍ତାର ପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସହେି ପୁରୁଣା ଖମୀରୟୁକ୍ତ ରୋଟୀ ନୁହେଁ। ସହେି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସହେି ରୋଟୀ ଖାଇବା ଯେଉଁଥି ରେ ଖମୀର ମିଶା ହାଇେ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ଯର ରୋଟୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ଵାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୋଟୀ ଦ୍ଵାରା ପର୍ବ ପାଳନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆସ, ଆମେ ପାପ ଓ ଦୁଷ୍ଟତାରୂପ ପୁରୁଣା ଖମୀର ପରିତ୍ୟାଗ କରିବା ଏବଂ ଖମୀର ଶୂନ୍ୟ ରୋଟୀ ଦ୍ୱାରା ଅର୍ଥାତ୍ ସତ୍ୟତା ଓ ସରଳତାରୂପ ରୋଟୀ ଦ୍ୱାରା ଏହି ଉତ୍ସବ ପାଳନ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଆସ ଆମ୍ଭେମାନେ ନିସ୍ତାରପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସେହି ପୁରୁଣା ଖମୀରଯୁକ୍ତ ରୋଟୀ ନୁହେଁ। ସେହି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସେହି ରୋଟୀ ଖାଇବା ଯେଉଁଥିରେ ଖମୀର ମିଶା ହୋଇ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ୟର ରୋଟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಜುನ್ನ್ಯಾ ಸೊಡ್ಯಾಕ್ ಮಟ್ಲ್ಯಾರ್ ವಾಯ್ಟ್ ಅನಿ ಖೊಟ್ಯಾ ಪಾನಾಚ್ಯಾ ಸೊಡ್ಯಾಕ್ ನ್ಹಯ್ ತೆಚ್ಯಾ ಬದ್ಲಾಕ್ ನಿತಳ್ ಅನಿ ಖರ್ಯಾಚ್ಯಾ ಪುಗ್ ನಸಲ್ಲ್ಯಾ ಭಾಕ್ರಿಚೊ ಸನ್ ಆಚರನ್ ಕರುಂವಾ.