1 Corinthians 6:1 — Compare Translations

7 translations compared side by side

Odia - 1840
"ଯେତବେେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ବାସୀ ବିରୁଦ୍ଧ ରେ ଅଭିଯୋଗ ଥାଏ, ସେତବେେଳେ ତୁମ୍ଭମାନେେ କାହିଁକି ବିଚାରାଳୟର ବିଚାରପତି ନିକଟକୁ ଯାଅ? ପରମେଶ୍ବରଙ୍କ ଦୃଷ୍ଟି ରେ ସମାନେେ ଧାର୍ମିକ ନୁହଁନ୍ତି। ତେଣୁ ସୁବିଚାର ନିମନ୍ତେ ପରମେଶ୍ବରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ୟିବାକୁ ଲଜ୍ଜାବୋଧ ହୁଏ ନାହିଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ ଜଣକ ବିରୁଦ୍ଧରେ ଯଦି କାହାର କୌଣସି ଅଭିଯୋଗ ଥାଏ, ତେବେ ସେ ଖ୍ରୀଷ୍ଟୀୟ ମଣ୍ଡଳୀ ନିକଟକୁ ଯିବା ପାଇଁ କିପରି ସାହସ କରୁଛ?
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟିୟାନମାନଙ୍କ ମଧ୍ୟରେ ବିବାଦର ମୀମାଂସା ଯେତେବେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ୱାସୀ ବିରୁଦ୍ଧରେ ଅଭିଯୋଗ ଥାଏ, ସେତେବେଳେ ତୁମ୍ଭେମାନେ କାହିଁକି ବିଗ୍ଭରାଳୟର ବିଗ୍ଭରପତି ନିକଟକୁ ଯାଅ? ପରମେଶ୍ୱରଙ୍କ ଦୃଷ୍ଟିରେ ସେମାନେ ଧାର୍ମିକ ନୁହନ୍ତି। ତେଣୁ ସୁବିଗ୍ଭର ନିମନ୍ତେ ପରମେଶ୍ୱରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ଯିବାକୁ ଲଜ୍ଜାବୋଧ ହୁଏ ନାହିଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲ್ಯಾ ಕೊನಾಕ್ಬಿ ಎಕ್ಲ್ಯಾಕ್ ದುಸ್ರಾಂಚ್ಯಾ ವಾಂಗ್ಡಾ ಝಗ್ಡೊ ಹಾಯ್ ಮನುನ್ ಚಿಂತುವಾ, ತೊ ಝಗ್ಡೊ ತೆನಿ ದೆವಾಚ್ಯಾ ಲೊಕಾಂಚ್ಯಾಚ್ ಇದ್ರಾಕ್ ಹಾನ್ತಲ್ಯಾ ಬದ್ಲಾಕ್ ವಿಶ್ವಾಸ್ ನಸಲ್ಲ್ಯಾ ನಿತ್ ಕರ್‍ತಲ್ಯಾ ತಾಂಡ್ಯಾಂಚ್ಯಾ ಇದ್ರಾಕ್ ನೆವ್ನ್ ಥೈ ಫಿರ್ಯಾದ್ ದಿವ್ಕ್ ಧೈರೊ ಕರುಕ್ ಹೊತಾ ಕಾಯ್?